ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର ୨୦/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ (ଏସ୍ପିଏସ୍) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜିରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଶୁକ୍ରବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଉପାଧି ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟରୁ ଅଧ୍ୟୟନ ସମାପ୍ତ କରିଥିବା ୨୦୨୦-୨୪ ବ୍ୟାଚର ବି.ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍ ଫାର୍ମ, ୨୦୨୨- ୨୪ ବ୍ୟାଚର ଏମ୍.ଏସ୍.ସି (ବାୟୋଟେକ୍ନୋଲୋଜି) ଓ ୨୦୧୯-୨୪ ବ୍ୟାଚର ଇଣ୍ଟିଗ୍ରେଡ ଏମ୍.ଏସ୍.ସି ଇନ୍ ବାୟୋଟେକ୍ନୋଲୋଜି ଶିକ୍ଷା […]
ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ Read More »