ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
ଚଣ୍ଡିଖୋଲ,୨୧/୦୯: ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ପୋଖରୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ । ମୃତ ଛାତ୍ର ଜଣକ ସଞ୍ଜୟ ସେନାପତିଙ୍କ ପୁଅ ହିତେଶ (୧୪) ବୋଲି ଜଣାପଡ଼ିଛି । ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ କୋଲସାହି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ମୁତାବକ, କୋଲସାହି ଗ୍ରାମରେ ଅତି ଧୁମଧାମ୍ରେ କରାଯାଇଥିଲା ଖୁଦୁରୁକୁଣୀ ପୂଜା । ତେବେ ଶନିବାର ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ହେଉଥିଲା । ସେଥିପାଇଁ ଗ୍ରାମର ଅନେକ […]
ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ Read More »