ପୁତୁରାର ଟାଙ୍ଗିଆ ଚୋଟରେ ଦାଦା ମୃତ, କଟାମୁଣ୍ଡ ଧରି ଫାଣ୍ଡିରେ ଆତ୍ମସମର୍ପଣ କଲା ଅଭିଯୁକ୍ତ
କେନ୍ଦୁଝର : ଦାଦାର କଟାମୁଣ୍ଡ ଧରି ଫାଣ୍ଡିରେ ପୁତୁରାର ଆତ୍ମସମର୍ପଣ । କେନ୍ଦୁଝର ଜିଲ୍ଲା ସଦର ଥାନା ତଳକଇଁସାରି ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ପୁତୁରାର ଟାଙ୍ଗିଆ ଚୋଟରେ କକା ମୃତ । ଜମି ବାଡ଼ି ବିବାଦ ନେଇ ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ଧରି କଳହ ଲାଗିରହିଥିଲା । ଆଜି ସକାଳେ ପୁଣି ଜମିବାଡ଼ି ବିବାଦ ନେଇ କକା ଓ ପୁତୁରାଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ କକାକୁ […]
ପୁତୁରାର ଟାଙ୍ଗିଆ ଚୋଟରେ ଦାଦା ମୃତ, କଟାମୁଣ୍ଡ ଧରି ଫାଣ୍ଡିରେ ଆତ୍ମସମର୍ପଣ କଲା ଅଭିଯୁକ୍ତ Read More »