କ୍ରାଇମ

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ପିକଅପ୍ ଭ୍ୟାନ, ଦୁର୍ଘଟଣା ପରେ କଟା ହାତ ନେଇ ପଳାଇଲା ଗାଡି

ଜଳେଶ୍ୱର : ଦୁର୍ଘଟଣାରେ ହାତ ହରାଇଲେ ବୃଦ୍ଧ । ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ୨୦ କିଲୋମିଟର ଘୋଷାଡି ନେଲା ପିକଅପ୍ ଭ୍ୟାନ । ବାଲେଶ୍ୱର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଗୁରୁତର ସାଇକେଲ ଆରୋହୀ ଗୁରୁଦାସପୁର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ଡାକ୍ତରଖାନା ପଠାଇଲେ ସ୍ଥାନୀୟ ଲୋକେ । ସୂଚନା ଅନୁସାରେ ଜଳେଶ୍ବର ଥାନା ଗୁରୁଦାସପୁର ଗାଁର ପୂର୍ଣ୍ଣଚନ୍ଦ୍ର ମହାନ୍ତି ବଜାରରୁ କାମ ସାରି ଘରକୁ ଫେରୁଥିବା ବେଳେ ଏକ ପିକଅପ ଭ୍ୟାନ […]

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ପିକଅପ୍ ଭ୍ୟାନ, ଦୁର୍ଘଟଣା ପରେ କଟା ହାତ ନେଇ ପଳାଇଲା ଗାଡି Read More »

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ:  କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । ଏହି ଘଟଣାରେ ପ୍ରସୂତିଙ୍କ ପରିବାର ଲୋକେ ଏସ୍ ସିବି ଅଧ୍ୟକ୍ଷଙ୍କୁ ଲିିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଲୁସି ଦାସ ସ୍ତ୍ରୀ ରୋଗ ଓ ପ୍ରସୂତି

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ Read More »