ଆଗାମୀ ଦୁଇଦିନ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରପକ୍ଷା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି।

 

LEAVE A COMMENT