ରାଜନୀତି

ଭକ୍ତ ଚରଣ ଦାସ ହେଲେ ପିସିସି ସଭାପତି

ମୁରବୀ ଶୂନ୍ୟ ଥିବା ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । ଏଆଇସିସି ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି । କଂଗ୍ରେସର ଏକ୍ସ ଆକାଉଣ୍ଟରେ ଏନେଇ ପୋଷ୍ଟ କରାଯାଇଛି । ଏଥିରେ ଲେଖାଯାଇଛି, ‘କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭାବେ ଭକ୍ତ ଚରଣ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ।’

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button