କ୍ରାଇମ

ରେଳ ଷ୍ଟେସନରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜୀବନ୍ତ ଦଗ୍ଧ…..

ଗୁରୁଡ଼ିଝାଟିଆ ରେଳ ଷ୍ଟେସନ ପାର୍କିଂ ନିକଟରେ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଫଳରେ ଜଣେ ଯୁବକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ବିଦ୍ୟୁତ୍ ସଂସ୍ପର୍ଶରେ ଆସିବା ଫଳରେ ଏହି ଅଘଟଣ ଘଟିଯାଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବକ ଜଣଙ୍କ କିପରି ବିଦ୍ୟୁତ୍ ସଂସ୍ପର୍ଶରେ ଆସିଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ

Related Articles

Leave a Reply

Your email address will not be published. Required fields are marked *

Back to top button