କ୍ରାଇମ

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର…..

ସ୍କୁଲ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଟକର ପ୍ରତିଷ୍ଠିତ ସରକାରୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଦଶମ ଶ୍ରେଣୀ ପଢୁଥିବାବେଳେ ତାଙ୍କ ଘର ଢେଙ୍କାନାଳ ବୋଲି ଜଣାପଡ଼ିଛି। ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବାରୁ ଝିଅକୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ କଟକ ଲାଲବାଗ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button