ଓଡିଶା

ରାଧାନାଥ ରଥଙ୍କ ସୃଜନସୃଷ୍ଟି ଆଜି ବି ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଯଶସ୍ୱୀ ସାରସ୍ୱତ ସାଧକ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ରାଧାନାଥ ରଥଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଆ ସାହିତ୍ୟ ଜଗତରେ ରାଧାନାଥ ରଥଙ୍କ ସୃଜନସୃଷ୍ଟି ଆଜି ମଧ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ସମାଜସେବା ସହ ସାମ୍ବାଦିକତା ତଥା ରାଜନୀତି କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button