କ୍ରାଇମ

ଯୁବକଙ୍କୁ ପିଟିପିଟି ହତ୍ୟା

ବଲାଙ୍ଗୀର : ବଲାଙ୍ଗୀର ସଦରଥାନା ଅଧୂନ ପଣ୍ଡରାପିଟା ଗାଁରେ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକକୁ ପିଟିପିଟି ହତ୍ୟା କରାଯାଇଛି । ମୃତକଙ୍କ ନାମ ଭାସ୍କର ତାଣ୍ଡି ବୋଲି ଜଣାପଡିଛି ।

ଅଭିଯୋଗ ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତି ଆରମ୍ଭ କରିଛି । ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି ସେନେଇ ଏଯାଏଁ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button