କ୍ରାଇମ

ରାସ୍ତା ମଝିରେ ଜଳିଗଲା କାର

ପାରାଦ୍ୱୀପ : ପାରାଦ୍ବୀପ ଲକ୍ ଥାନା ଅନ୍ତର୍ଗତ କାଠଗଡା ନିକଟରେ ଏକ କାର ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଛି। କାରର ଡ୍ରାଇଭର ସିଟ୍‌ରେ ବସିଥିବା ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ଖବରରୁ ପ୍ରକାଶ କାଠଗଡାରେ ହଠାତ୍ କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇବା ବେଳକୁ ବ୍ୟକ୍ତି ଜଣଙ୍କ ସମ୍ପୂର୍ଣ୍ଣ ଜଳି ଯାଇଥିବା କୁହାଯାଉଛି। ଘଟଣାସ୍ଥଳରେ ଲକ୍ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button