ଜୀବନଶୈଳୀ

ବିବାହ ବନ୍ଧନରେ ବାନ୍ଧି ହେଲେ ଅନୁଭବ

ଭୁବନେଶ୍ବର : ଅପେକ୍ଷାର ଅନ୍ତ ଘଟିଲା । ଦୀର୍ଘ ଦିନର ସମ୍ପର୍କ ପରେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଜାଗୃତି ଶୁକ୍ଳାଙ୍କୁ ବିବାହ କରିଛନ୍ତି । ଉଭୟଙ୍କ ବିବାହ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି । ପ୍ରଶଂସକମାନେ ଉଭୟଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛନ୍ତି । ମାର୍ଚ୍ଚ ୮ ତାରିଖରେ ଉଭୟଙ୍କ ନିର୍ବନ୍ଧ ହୋଇଥିଲା । ନିର୍ବନ୍ଧ ଫଟୋ ସାମ୍ନାକୁ ଆସିବା ପରଠୁ ଉଭୟଙ୍କ ବିବାହକୁ ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଥିଲା ।

Related Articles

Leave a Reply

Your email address will not be published. Required fields are marked *

Back to top button