ବ୍ୟବସାୟ

 ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି, ନଜର ପକାନ୍ତୁ ଆଜି କେତେ ରହିଛି ଦର – Utkal Mail


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୪୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ  ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୫୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୬୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଟଙ୍କା ଓ ୬୧,୬୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୦୦ଟଙ୍କା ଓ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।


Related Articles

Leave a Reply

Your email address will not be published. Required fields are marked *

Back to top button