କ୍ରୀଡା

ଓଡ଼ିଶାରେ ୫-ଜି ଟେଲିକମ ସେବାର ଶୁଭାରମ୍ଭ

ଭୁବନେଶ୍ବର – ଓଡ଼ିଶାରେ ୫ଜି ଟେଲିକମ ସେବା ଶୁଭାରମ୍ଭ ହୋଇଛି । ଭୁବନେଶ୍ୱର ଓ କଟକରେ ଏହି ସେବା ଉପଲବ୍ଧ ହେବ । ଆଜି ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ର‌ଦ୍ୟୋଗିକୀ ଏବଂ ଦୂରସଞ୍ଚାର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗ ଦେଇଛନ୍ତି। ଦୁହେଁ ଓଡ଼ିଶାରେ ୫ଜି ଟେଲିକମ୍ ସେବାର ଶୁଭାରମ୍ଭ କରିଛନ୍ତ। ପୂର୍ବରୁ ଦେଶର ୫୦ଟି ସହରରେ ୫ଜି ସେବା ଆରମ୍ଭ ହୋଇସାରିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button