ଓଡ଼ିଶା ପୋଲିସରେ ୨୦୮୦ଟି କନଷ୍ଟେବଳ ପଦବୀ ପାଇଁ ଆବେଦନ ଜାରି: ଆଜି ଶେଷ ତାରିଖ

ଓଡ଼ିଶା ପୋଲିସରେ ଅନେକ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ରାଜ୍ୟ ପୋଲିସର ବିଭିନ୍ନ ବିଭାଗରେ ଖାଲିଥିବା ୨୦୮୦ଟି କନଷ୍ଟେବଳ ପଦବୀ ପୂରଣ ହେବ।
ଓଏସଏପି, ଆଇଆରବି, ଏସଆଇଆର ତଥା ସ୍ପେସାଲ ସର୍ଭିସରେ ଏହି ନିଯୁକ୍ତି ହେବେ। ଏହି ପଦବୀ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପରୀକ୍ଷା କରାଯିବ।
ଏଥିପାଇଁ ହେବାକୁ ଥିବା ପରୀକ୍ଷା ପାଇଁ ଏବେ ଅନଲାଇନ ଆବେଦନ ଜାରି ରହିଛି।
ଆଜି ଆବେଦନର ଶେଷ ତାରିଖ।
ଆପଣମାନେ ଏହି ସବୁ କନଷ୍ଟେବଳ ପଦବୀ ପାଇଁ ଆବେଦନ କରିବାକୁ ଚାହୁଁଥିଲେ, ଜାଣନ୍ତୁ କେମିତି କରିବେ ଆବେଦନ।
ପଦବୀ ସଂଖ୍ୟା
ଯୋଗ୍ୟତା
କନଷ୍ଟେବଳ ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନଙ୍କ ଶାରୀରିକ ମାନଦଣ୍ଡକୁ ଧାର୍ଯ୍ୟ କରାଯାଇଛି। ଏହାର ଅଧିକ ସୂଚନା ଓଡ଼ିଶା ପୋଲିସର ୱେବସାଇଟରେ ଉପଲବ୍ଧ। ଏହାଛଡ଼ା ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ପ୍ରାର୍ଥୀମାନଙ୍କୁ ବୟସ ସୀମାରେ ଛାଡ଼ ମିଳିବ।
ଚୟନ ପ୍ରକ୍ରିୟା
କେମିତି କରିବେ ଆବେଦନ
ଏହି ‘କନଷ୍ଟେବଳ’ ପଦବୀ ପରୀକ୍ଷା ପାଇଁ ଆବେଦନ ଶୁଳ୍କ ଛାଡ଼ କରାଯାଇଛି। ଏଥିଲାଗି କେବେ ପରୀକ୍ଷା କରାଯିବ ସେ ନେଇ ଏସଏସସି ପକ୍ଷରୁ ଆଗକୁ ସୂଚନ ଦିଆଯିବ। ଏହି ପଦବୀ ଓ ପରୀକ୍ଷା ସମ୍ବନ୍ଧୀୟ ଅଧିକ ସୂଚନା ଏସଏସସିର ୱେବସାଇଟରେ ଉପଲବ୍ଧ।