ଦେଶ ବିଦେଶ

ଫ୍ୟାକ୍ଟ୍ରି ଇନ୍ସପେକ୍ଟର ପଦବୀ ପାଇଁ ଖାଲି ପଡିଛି ପଦବୀ, ଜାଣନ୍ତୁ କିପରି କରିବେ ଆବେଦନ

ଫ୍ୟାକ୍ଟ୍ରି ଇନ୍ସପେକ୍ଟର ପଦବୀ ଭର୍ତ୍ତି ପାଇଁ JPSC ବିଜ୍ଞପ୍ତି ଜାରି କରିଛି । ଇଚ୍ଛୁକ ପ୍ରାର୍ଥୀ ନିଯୁକ୍ତି ପାଇଁ ଆବେଦନ କରିପାରିବେ । ଅଧିକ ବିବରଣୀ ପାଇଁ ଏହାର ଅଫିସିଆଲ ୱେବସାିଟକୁ ଯାଇ ଚେକ୍ କରିପାରିବେ ।

ପଦବୀ ବିବରଣୀ : ୧୪

ଆବେଦନ ତାରିଖ : ଆବେଦନକାରୀ ଜୁଲାଇ ୮ ତାରିଖରୁ ଜୁଲାଇ ୨୯ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ଇଚ୍ଛୁକ ପ୍ରାର୍ଥୀ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ ।ବବବ

ବୟସ ସୀମା : ଆବେଦନକାରୀଙ୍କ ବୟସ ସୀମା ୩୫ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଆରକ୍ଷିତ ଶ୍ରେଣୀର ପିଲାଙ୍କ ପାର୍ଇ ବୟସ ସୀମା ଛାଡ କରାଯାଇଛି ।

ଶିକ୍ଷାଗତ ଯୋଗ୍ୟତା : ଏହି ନିଯୁକ୍ତି ପାଇଁ ଆବେଦନକାରୀ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିବା ଜରୁରୀ ।

ଆବେଦନ ଶୁଳ୍କ : ଜେନେରାଲ, ଓବିସି, ଇବିସି ଏବଂ EWSବର୍ଗର ପ୍ରାର୍ଥୀଙ୍କ ପାଇଁ ୬୦୦ଟଙ୍କା ଆବେଦନ ଶୁଳ୍କ ଧାର୍ଯ୍ୟ କରାଯାଇଛି । ଏସସି, ଏସଟି ବର୍ଗର ପ୍ରାର୍ଥୀଙ୍କ ପାଇଁ ୧୫୦ ଟଙ୍କା ଧାର୍ଯ୍ୟ କରାଯାଇଛି ।

ଚୟନ ପ୍ରକ୍ରିୟା : ଲିଖିତ ପରୀକ୍ଷା ଏବଂ ଇଣ୍ଟରଭ୍ୟୁ ମାଧ୍ୟମରେ ପ୍ରାର୍ଥୀଙ୍କ ଚୟନ କରାଯିବ ।

ଆବେଦନ ପ୍ରକ୍ରିୟା :

ପ୍ରଥମେ ୱେବସାଇଟକୁ ଯାଇ ରେଜିଷ୍ଟ୍ରେସନ କରନ୍ତୁ ।

ପରେ ଆବେଦନ ଫର୍ମ ପୂରଣ କରନ୍ତୁ ।

ଜରୁରୀ ଡକ୍ୟୁମେଣ୍ଟ ଏବଂ ଆବେଦନ ଶୁଳ୍କ ଦେଇ ଫର୍ମ ସବମିଟ କରନ୍ତୁ ।

ଶେଷରେ ପ୍ରିଣ୍ଟଆଉଟ୍ କାଢି ସୁରକ୍ଷିତରେ ଏହାକୁ ରଖନ୍ତୁ ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button