ଓଡିଶା
ଓଡ଼ିଶାରେ ହେବ ମକଡ୍ରିଲ୍, ସୁରକ୍ଷା ଦୃଷ୍ଟିକୋଣରୁ ମକଡ୍ରିଲ କରାଯିବା ସୂଚନା

ବାଲେଶ୍ବର : ଓଡ଼ିଶାରେ ହେବ ମକଡ୍ରିଲ୍ । ପ୍ରତିରକ୍ଷା ଦୃଷ୍ଟିକୋଣରୁ ଓଡ଼ିଶା ବେଶ ଗୁରୁତ୍ବ ବହନ କରୁଛି । ବାଲେଶ୍ବର ଚାନ୍ଦିପୁରରେ ରହିଛି ITR କ୍ଷେପଣାସ୍ତ୍ର ଘାଟି। ଧାମରାରେ ଅଛି ଅବଦୁଲ କାଲାମ ହ୍ବିଲର ଦ୍ବୀପ । ସୁନାବେଡ଼ାରେ ରହିଛି ମିଗ୍ ବିମାନ କାରଖାନା । ତେଣୁ ପ୍ରତିରକ୍ଷା ଦୃଷ୍ଟିକୋଣରୁ ଓଡ଼ିଶା ବି ଗୁରୁତ୍ବ ବହନ କରୁଛି । ଏସବୁ ସ୍ଥାନରେ ସୁରକ୍ଷା ଦୃଷ୍ଟିକୋଣରୁ ମକଡ୍ରିଲ କରାଯିବାର ସୂଚନା ରହିଛି ।