ଦେଶ ବିଦେଶ

ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର ୟୁପିଏସସିର ନୂତନ ଅଧ୍ୟକ୍ଷ

ନୂଆଦିଲ୍ଲୀ: ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାରଙ୍କୁ ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି। ପ୍ରୀତି ସୁଦାନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଥିଲା। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ଅଜୟ କୁମାର ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି।

ଅଜୟ କୁମାରଙ୍କୁ ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି। ପ୍ରୀତି ସୁଦାନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଥିଲା। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ଅଜୟ କୁମାର ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ୧୯୮୫ମସିହା ବ୍ୟାଚ୍ ର କେରଳ କ୍ୟାଡର୍ ଅବସରପ୍ରାପ୍ତ ଆଇଏଏସ୍ ଅଜୟ କୁମାର ପ୍ରତିରକ୍ଷା ସଚିବ ଭାବେ ୨୦୧୯ ଅଗଷ୍ଟ ୨୩ରୁ ୨୦୨୨ ଅକ୍ଟୋବର ୩୧ ଯାଏ କାର୍ଯ୍ୟ କରିଥିଲେ।

୧୯୮୫ମସିହା ବ୍ୟାଚ୍ ର କେରଳ କ୍ୟାଡର୍ ଅବସରପ୍ରାପ୍ତ ଆଇଏଏସ୍ ଅଜୟ କୁମାର ପ୍ରତିରକ୍ଷା ସଚିବ ଭାବେ ୨୦୧୯ ଅଗଷ୍ଟ ୨୩ରୁ ୨୦୨୨ ଅକ୍ଟୋବର ୩୧ ଯାଏ କାର୍ଯ୍ୟ କରିଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button