ଓଡିଶା

ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି ।  ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button