ଓଡିଶା

ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନରେ ମୋଟ ୧୪ଟି ଏସିୟ ସିଂହଙ୍କ ମଧ୍ୟରେ ୯ ଟି ଅଣ୍ତିରା , ୫ଟି ମାଈ ଓ ହାଇବ୍ରିଡ ୭ଟି ସିଂହ ମଧ୍ୟରେ ୪ ଅଣ୍ଡିରା ୩ ମାଈଙ୍କୁ ମିଶାଇ ସର୍ବମୋଟ ୨୧ଟି ସିଂହ ଥିଲେ।

ଏଥିସହିତ ସିଂହୀ ବିଜିଲି ଏବଂ ସିଂହ ରାଜେଶର ମିଳନରୁ ବିଜିଲି ୫ ଶାବକ ଜନ୍ମ ଦେବା ଫଳରେ ଏସୀୟ ସିଂହଙ୍କ ସଂଖ୍ୟା ମଧ୍ୟ ୧୮କୁ ବୃଦ୍ଧି ପାଇଛି।

ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନରେ ଆନନ୍ଦର ବାତାବରଣ ସୃଷ୍ଟି ହୋଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button