ଓଡିଶା

ଓଏଏସ ସ୍ରରରେ ଅଦଳବଦଳ

ଭୁବନେଶ୍ୱର – ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଓଏଏସ ଅଧିକାରୀ ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ମଧୁସୂଦନ ଦାସଙ୍କୁ ଓଡ଼ିଶା ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ, କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ଝାରସୁଗୁଡ଼ା ଜିଲ୍ଲା ସବ-କଲେକ୍ଟର, ଦୟାମୟ ପାଢୀଙ୍କୁ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଉପଖଣ୍ଡୀୟ ମାଜିଷ୍ଟ୍ରେଟ୍ ଏବଂ ଇଶ୍ୱର ଚନ୍ଦ୍ର ନାୟକଙ୍କୁ ମୟୂରଭଞ୍ଜ ଜିଲ୍ଲା ବାରିପଦା ସବ୍-କଲେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button