ଧର୍ମ

ଗୀତା ମାହାତ୍ମ୍ୟ: କାୟେନ ମନସା ବୁଦ୍ଧ୍ୟା କେବଳୈରିନ୍ଦ୍ରିୟୈରପି। ଯୋଗିନଃ କର୍ମ କୁର୍ବନ୍ତି ସଙ୍ଗଂ ତ୍ୟକ୍ତ୍ୱାତ୍ମଶୁଦ୍ଧୟେ ।

ଗୀତା ଉପଦେଶ: ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –

କାୟେନ ମନସା ବୁଦ୍ଧ୍ୟା କେବଳୈରିନ୍ଦ୍ରିୟୈରପି।
ଯୋଗିନଃ କର୍ମ କୁର୍ବନ୍ତି ସଙ୍ଗଂ ତ୍ୟକ୍ତ୍ୱାତ୍ମଶୁଦ୍ଧୟେ ।

ଅର୍ଥାତ:- ଯୋଗୀମାନେ ଆସକ୍ତି ତ୍ୟାଗ ପୂର୍ବକ ନିଜର ଶରୀର,ଇନ୍ଦ୍ରିୟ,ମନ ଓ ବୁଦ୍ଧି ଦ୍ୱାରା କେବଳ ଆତ୍ମଶୁଦ୍ଧି ଉଦ୍ଦେଶ୍ୟରେ ସମସ୍ତ କର୍ମ କରିଥାଆନ୍ତି।

( ୫ମ / ୧୧ଦଶ ଶ୍ଲୋକ)

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button