ଓଡିଶା
ପୋଲାଭରମ ସ୍ଥିତି ସମୀକ୍ଷା କରି ଫେରିଲେ ବିଜେଡି ଟିମ୍

ଭୁବନେଶ୍ବର: ପୋଲାଭରମ ସ୍ଥିତି ସମୀକ୍ଷା କଲା ବିଜୁ ଜନତା ଦଳ ଟିମ। ୨ ଦିନିଆ ଇଷ୍ଟ ଗୋଦାବରୀ ଜିଲ୍ଲା ଗସ୍ତରେ ଯାଇ ସ୍ଥିତି ସମୀକ୍ଷା କରି ଫେରିଛନ୍ତି ବିଜେଡି ଟିମ। ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ବରେ ଯାଇଥିବା ଏହି ଟିମରେ ଥିଲେ ସାଂସଦ ମୁନ୍ନା ଖାଁ, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ଯସାଚୀ ନାୟକ, ବିଜେଡି ନେତା ପ୍ରଦୀପ ମାଝୀ, ଭୃଗୁ ବକ୍ସିପାତ୍ର, ଭାସ୍କର ରାଓ ପ୍ରମୁଖ।


