ବ୍ୟବସାୟ

ସୁନା ଦରରେ ଆସିଛି ବଡ଼ ପରିବତ୍ତର୍ତ୍ତନ, କିଣିବା ପୂର୍ବରୁ ନଜର ପକାନ୍ତୁ – Utkal Mail

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ହୋଇଛି।

 (ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୦୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୩୦୦ଟଙ୍କା ଓ ୫୯,୨୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୧୫୦ ଟଙ୍କା ଓ ୫୯,୦୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୩୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button