ଓଡିଶା

ଓକିଲ ଆନ୍ଦୋଳନ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ସମ୍ବଲପୁର – ସମ୍ବଲପୁର ଓକିଲ ଆନ୍ଦୋଳନକୁ ନେଇ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହେବେ। ସେପଟେ ଓକିଲମାନେ ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। କିଛି ଓକିଲଙ୍କୁ ଗିରଫ କରାଯିବା ସହିତ ଆଉ କେତେକ ଓକିଲଙ୍କ ଲାଇସେନ୍ସ ସସ୍‌ପେଣ୍ଡ କରାଯିବା ପରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟି ନରମ ମନୋଭାବ ପୋଷଣ କରି ଆନ୍ଦୋଳନ ସ୍ଥଗିତ ରଖାଯାଇଛି ବୋଲି କହିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button