ବ୍ୟବସାୟ

ପାର୍ବଣରେ ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ – Utkal Mail


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୯୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ଟଙ୍କା ଓ ୫୯,୯୫୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୯୫୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ଟଙ୍କା ଓ ୫୯,୯୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୬୦,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୧୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୬୦୦ଟଙ୍କା ରହିଥିବା ନେଇ ହୋଇଛି।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button