ଓଡିଶା

‘ତାଙ୍କ ବିୟୋଗରେ ମୋତେ ଚାରିଦିଗ ଅନ୍ଧାର ଦେଖାଯାଉଛି’

ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button