ଓଡିଶା

ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ

ଭୁବନେଶ୍ୱର,୧୧/୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍’ରେ ସମ୍ମାନଜନକ ‘ଆଉଟଷ୍ଟାଣ୍ଡିଂ ଏଗ୍ରିକଲ୍ଚର ଇନ୍ଷ୍ଟିଚ୍ୟୁଟ୍ / ୟୁନିଭର୍ସିଟି’ ସମ୍ମାନରେ ସମ୍ମାନିତ କରାଯାଇଛି ।

ଆଇଏଏସ୍ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଦେବେଶ ଚତୁର୍ବେଦୀଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button