ଓଡିଶା

ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୬ ଜଣ ଗୁରୁତର

କେନ୍ଦ୍ରାପଡା: ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ ।  ଏଭଳି ଘଟଣା ଘଟିଯାଇଛି ମିଳିଛି କେନ୍ଦ୍ରାପଡା ଆଳି ଥାନା ମାଣିକପାଟଣା ଗାଁରେ ।  ସୂଚନାନୁସାରେ ଗତକାଲି ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି।  ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୬ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button