ଓଡିଶା

ପ୍ରମିଳା ହେଲେ ବାଚସ୍ପତି ପ୍ରାର୍ଥୀ – Utkal Mail


ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବିଜେଡି ବାଚସ୍ପତି ପ୍ରାର୍ଥୀ ଭାବେ ଚୟନ କରିଛି । ଆସନ୍ତାକାଲି ପ୍ରମିଳା ପ୍ରାର୍ଥୀପତ୍ର ଦାଖଲ କରିବେ । ଏହାସହ ୨୨ ତାରିଖ ସକାଳ ସାଢ଼େ ୯ଟାରେ ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ବିଜେଡି ପକ୍ଷରୁ ଘୋଷଣା କରାଯାଇଛି ।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button