ଓଡିଶା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର – Utkal Mail


ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅବପାତରେ ପରିଣତ ହେବ । ୨୨ ତାରିଖ ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବ । ପରବର୍ତ୍ତୀ ୩ ଦିନ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ । ପରେ ବାଂଲାଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିବବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button