ଓଡିଶା

ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର -ଆଜି ହେଉଛି ବିଶିଷ୍ଟ ଓଡ଼ିଶୀ ସଙ୍ଗୀତଜ୍ଞ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ ଜୟନ୍ତୀ । ଏହି ଅବସରରେ ସଂଗୀତ ସୁଧାକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ କଳା ତଥା ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶ୍ରଦ୍ଧାଞ୍ଜଳି ବାର୍ତ୍ତାରେ କହିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button