ବ୍ୟବସାୟ

ବଢୁଛି ସୁନା ଦର, ଜାଣନ୍ତୁ କେତେ କ୍ୟାରେଟ୍ ସୁନା ପାଇଁ କେତେ ରହିଛି ମୂଲ୍ୟ – Utkal Mail


ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୨୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୨୦୦ ଟଙ୍କା ଟଙ୍କା ଓ ୬୨,୪୦୦ ଟଙ୍କା ହୋଇଛି।

ଆଜି ଭାରତୀୟ ବଜାରରେ କମିଥିବା ବେଳେ କେତକ ସହରରେ ସାମାନ୍ୟ ବଢିଛି ସୁନା ଦର। କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭, ୨୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୪୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୨୦୦ ଟଙ୍କା ଟଙ୍କା ଓ ୬୨,୪୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୨୦୦ଟଙ୍କା ଓ ୬୨,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୭,୩୫୦ ଟଙ୍କା ଓ ୬୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୨,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୨୦୦ ଟଙ୍କା ଓ ୬୨,୪୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୬୦୦ଟଙ୍କା ରହିଥିବା ନେଇ ହୋଇଛି।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button