ଓଡିଶା

ଆଉ ୧୧୦ କି.ମି. ଦୂରରେ ଫନି

ପୁରୀ ଠାରୁ ଆଉ ୧୧୦ କିଲୋମିଟର ଦୂରରେ ରହିଛି ସାମୁଦ୍ରିକ ଝଡ଼ ଫନି । ଏହି ବାତ୍ୟା ଘଣ୍ଟା ପ୍ରତି ୧୩ କିଲୋମିର ବେଗରେ ସ୍ଥଳଭାଗ ଆଡ଼କୁ ମୁହାଁଇଛି । ଗୋପାଳପୁର ଠାରୁ ଏହି ବାତ୍ୟା ମାତ୍ର ୬୦ କିଲୋମିଟର ଦୂରରେ ରହିଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଖୋର୍ଦ୍ଧା, ପୁରୀ, ଭୁବନେଶ୍ୱର, କଟକ, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button