ଓଡିଶା

ମାୟାଧର ମାନସିଂହଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଓଡ଼ିଆ ସାହିତ୍ୟ ଜଗତର ବିଶିଷ୍ଟ ସାରସ୍ୱତ ସ୍ରଷ୍ଟା ଡକ୍ଟର ମାୟାଧର ମାନସିଂହଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ଦ୍ୱାରା ରଚିତ ଅନେକ କାବ୍ୟକୃତି, ନାଟକ, ପ୍ରବନ୍ଧ ଆଦି ବିଭିନ୍ନ ସୃଜନ ସୃଷ୍ଟି ଏବେ ମଧ୍ୟ ସ୍ୱତନ୍ତ୍ର। ଓଡ଼ିଆ ସାହିତ୍ୟ ଓ ସଂସ୍କୃତିକୁ ଓଡ଼ିଶା ବାହାରେ ପରିଚିତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button