ଓଡିଶା

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ – Utkal Mail


ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ସେପ୍ଟେମ୍ବର ୨୦ରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି । ସକାଳ ୧୦ଟା ୨୭ରୁ ୧୦ଟା ୪୨ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବନ୍ନାଲାଗି ହେବ । ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧାରଣ ହୋଇଛି ।


utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button