ଓଡିଶା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ସହ ଓଡ଼ିଆ ଭାଷା, ସାହିତ୍ୟକୁ ଆହୁରି ବ୍ୟାପକ କରିବା କ୍ଷେତ୍ରରେ ନିଜ ବହୁମୂଲ୍ୟ ଅବଦାନ ପାଇଁ ନବକୃଷ୍ଣ ଚୌଧୁରୀ ଚିରକାଳ ଅମର ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button