ଓଡିଶା

କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା

କୁମାର ପୂର୍ଣ୍ଣିମାରେ ବର୍ଷାରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠୁ ଉପକୂଳରେ ବର୍ଷାର ପ୍ରଭାବ ଓ ବିସ୍ତତି ବଢ଼ିବ । ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ରହିବ ବର୍ଷା ପ୍ରଭାବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button