ଓଡିଶା

ଗଁଦିଆ ବ୍ଲକ୍ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ, ବିଜେପିରେ ମିଶିବେ

ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ୍ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ ହୋଇଥିବା ଜଣାଯାଇଛି। ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବନ କରିଥିବା ନେଇ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ୍ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ବିଜେଡିରୁ ନିଲମ୍ବିତ ହୋଇଛନ୍ତି।

ରୀନାରାଣୀ ଖଟୁଆ ଆଜି ବିଜେପିରେ ମିଶିବା ନେଇ ସୂଚନା ରହିଛି।

ଏଣେ ରୀନାରାଣୀ ଖଟୁଆ ଆଜି ବିଜେପିରେ ମିଶିବା ନେଇ ସୂଚନା ରହିଛି। ସେ ଭୁବନେଶ୍ୱରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର ସଦସ୍ୟତା ଗ୍ରହଣ କରିବେ ବୋଲି ଜଣାଯାଇଛି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button