ସ୍ୱାସ୍ଥ୍ୟ

୧୨ ଛାତ୍ରଛାତ୍ରୀ ଗୁରୁତର

ମାଲକାନଗିରି: ମାଲକାନଗିରି ପଡିଆ ବ୍ଲକ କୋଲାଗଣ୍ଡା ଆଶ୍ରମ ବିଦ୍ୟାଳୟରେ ୧୨ ଛାତ୍ରଛାତ୍ରୀ ଗୁରୁତର। ତିନି ଦିନରେ ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ୧୨ ଗୁରୁତର ଛାତ୍ରଛାତ୍ରୀଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଜିଲ୍ଲା ଚିକିତ୍ସାଳୟରେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଗତକାଲି ଜଣେ ୮ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଛାତ୍ରମାନଙ୍କୁ ପ୍ରଥମେ ଜର ହେବା ପରେ ହଠାତ ଅସୁସ୍ଥ ହୋଇପଡିଥିଲେ। ଶରୀର ଅସୁସ୍ଥ ହେବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button