କ୍ରାଇମ

ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ: ବୋମାମାଡ଼ରେ ୩ ଗୁରୁତର – Utkal Mail


କଟକ: ତିଗିରିଆ ବିଷ୍ଣୁପୁର ଗାଁରେ ବୋମାମାଡ଼ ହୋଇଥିବାର ଖବର ମିଳିଛି। ଏହି ଘଟଣାରେ ୩ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଗାଁରେ ପୁଲିସ ମୁତୟନ ହୋଇଛନ୍ତି। ଥାନାରେ ଏତଲା ପରେ ତଦନ୍ତ କରୁଛି ତିଗିରିଆ ପୁଲିସ।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button