ସ୍ୱାସ୍ଥ୍ୟ

ଏହିସବୁ ରୋଗରୁ ରକ୍ଷାକରେ ବଡ଼ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ତାହେଲେ ଆସନ୍ତୁ ଜାଣିବା ବଡ଼ ଅଳେଇଚ ଦ୍ୱାରା ଶରୀରକୁ କେଉଁ କେଉଁ ଲାଭ ମିଳିଥାଏ

 

୧- ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ, ମୁଖ-ଦୁର୍ଗନ୍ଧ ଦୂର ପାଇଁ ମଧ୍ୟ ଅଳେଇଚ ଉପକାରୀ ହୋଇଥାଏ।

୨- ଅଳେଇଚ ସେବନ କରିଲେ ରକ୍ତଚାପ ବି ନିୟନ୍ତ୍ରଣ ଭିତରେ ରହିଥାଏ।

୩- ଏଥିରେ ପୋଟାସିୟମ ଓ ଫାଇବର୍‌ ଅଧିକ ମାତ୍ରାରେ ଥିବା ଯୋଗୁ ରକ୍ତ ସଞ୍ଚାଳନ ଭଲ ହୁଏ।

Image result for big cardamom

୪- ପ୍ରତିଦିନ ଅଳେଇଚ ଖାଇଲେ ମୂତ୍ର ସଂକ୍ରମଣରୁ ବି ମୁକ୍ତି ମିଳିଥାଏ।

୫- ରାତିରେ ଦୁଇଟି ଅଳେଇଚ ଖାଇ ପାଣି ପିଇଲେ ମହିଳାଙ୍କର କେଶ ମଜଭୁତ ହୋଇଥାଏ ଓ କେଶ ଝଡିବା ବନ୍ଦ ହୋଇଥାଏ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button