ଆଜିର ରାଶିଫଳ
ମେଷ : ବିଜୟୀ ହେବେ। କାର୍ଯ୍ୟଦକ୍ଷତା ପାଇଁ ପଦୋନ୍ନତିର ରାସ୍ତା ସରଳ ହେବ। ଦେହ ସୁସ୍ଥ ରହିବ। ସ୍ଥିତି ସୁଦୃଢ ରହିବ। ମନବଳ ଦ୍ୱିଗୁଣିତ ହେବ। ମନର ସନ୍ଦେହ ଦୂର ହେବ। ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ।
ମିଥୁନ : ସାହସିକ ପଦକ୍ଷେପ ନେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ରହିବ। ସାମାଜିକ ନ୍ୟାୟ ପ୍ରତିଷ୍ଠା କରିବେ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।
କର୍କଟ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।
ସିଂହ : ପୂର୍ବରୁ ସମୟ ଖରାପ ଥିଲା। କିନ୍ତୁ ଏବେ ଭଲ ସମୟ ଆସିଛି। ଏଣୁ ଉଦ୍ୟମରେ ସଫଳତା ମିଳିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।
କନ୍ୟା : ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।
ତୁଳା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ବିଛା : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।
ଧନୁ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ।
ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।
କୁମ୍ଭ : ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।
ମୀନ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।