ଦେଶ ବିଦେଶ

Gold Silver Price: ସୁନା ଏବଂ ରୁପା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୧,୪୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୭୯୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୧,୪୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୮,୭୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୧,୪୧୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୮,୭୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୧,୫୬୦ ଟଙ୍କା ଓ ୨୨ କ୍ୟାରଟେ ୧,୩୮,୯୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୧,୪୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୮,୭୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୧,୪୧୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୮,୭୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୯,୯୦୦ ଟଙ୍କା ହୋଇଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button