କ୍ରାଇମ

କୁନ୍ଦୁଲି ହାଟପଦାରେ ଡବଲ୍ ମର୍ଡର: ହତ୍ୟାର କାରଣ ଅସ୍ପଷ୍ଟ – Utkal Mail


କୋରାପୁଟ: କୋରାପୁଟ ଜିଲ୍ଲା କୁନ୍ଦୁଲି ହାଟପଦାରେ ଡବଲ୍ ମର୍ଡର। ଦୁଇ ମୃତକ ହେଲେ ଗୋବର୍ଦ୍ଧନ ପାଣ୍ଡକା ଓ ରାଜକୁମାର ରୁଡ଼ି। ଟେମା ଗ୍ରାମର ଗୋବର୍ଦ୍ଧନ ପାଣ୍ଡକାଙ୍କୁ ହତ୍ୟା କରିଛନ୍ତି ବାପପୁଅ। ଦୁଇ ଅଭିଯୁକ୍ତ ହେଲେ ବାପ ଯୋଗୁଲୁ ରୁଡ଼ି ଏବଂ ପୁଅ ରାଜକୁମାର ରୁଡ଼ି।

କୁନ୍ଦୁଲି ହାଟପଦାର ପିତା ଯୋଗୁଲୁ ରୁଡ଼ି ଏବଂ ପୁତ୍ର ରାଜକୁମାର ରୁଡ଼ି ମିଶି ବର୍ଚ୍ଛାରେ ହତ୍ୟା କରିଛନ୍ତି। ଏହାପରେ ଟେମା ଗ୍ରାମର ଗୋବର୍ଦ୍ଧନ ପାଣ୍ଡକାଙ୍କ ପରିବାରଲୋକେ ମିଶି ପୁତ୍ର ରାଜକୁମାର ରୁଡ଼ିଙ୍କୁ ହତ୍ୟା କରିଛନ୍ତି। କାହିଁକି ଉକ୍ତ ଘଟଣା ଘଟିଛି ଜଣା ପଡ଼ିନଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି।




utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button