କ୍ରାଇମ

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍: ୩ ଗୁରୁତର, ୩୦ ଆହତ

ରାୟଗଡ଼ା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ ।  ରାୟଗଡ଼ା କୋଲନରା ବ୍ଳକ ମୁକୁନ୍ଦୁପୁରୁ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୩୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୩ଜଣ ଗୁରୁତର ଅଛନ୍ତି । ବସଟି ୪୫ଜଣ ଯାତ୍ରୀଙ୍କୁ ଧରି ହିଞ୍ଜିଳିକାଟୁରୁ ରାୟଗଡ଼ା ଟିକିରି ଆସୁଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ।  ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାୟଗଡା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।  ପରେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button