ସ୍ୱାସ୍ଥ୍ୟ

ହରମୋନସ୍ତର ନିୟନ୍ତ୍ରଣ ପାଇଁ ବେଶ ଉପଯୋଗୀ ମିଶିରି

ସହଜ ଘରୋଇ ଉପାଯରେ ମିଳିବ ହରମୋନସ୍ତରରେ ଅନିୟମିତତା ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ।

ସହଜ ଘରୋଇ ଉପାଯରେ ମିଳିବ ହରମୋନସ୍ତରରେ ଅନିୟମିତତା ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରର ବିଭିନ୍ନ ହରମୋନ୍‌ସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ କିଛି ମିଶ୍ରି ଖଣ୍ଡ ପକାଇ ଏହାକୁ ସକାଳୁ ପିଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ ସନ୍ତାନ ହୀନତା ଓ କାଶରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ମିଶ୍ରି ପାଣି ମସ୍ତିଷ୍କର ସ୍ମୃତି ଶକ୍ତି ବୃଦ୍ଧି କରେ। ମିଶ୍ରି ପାଣି ପିଇଲେ ଶରୀରରେ ଶର୍କରାର ଅଭାବ ପୂରଣ ହେବା ସହିତ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଏ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button