ବିଚାର

ପ୍ରତ୍ୟେହ ମୁଖ୍ୟଦ୍ୱାରରେ ଶୁଭ କଳସ ରଖୁଛନ୍ତି କି?

ଯଦି ଆପଣଙ୍କ ମୁଖ୍ୟ ଦ୍ୱାରର କାନ୍ଥକୁ ଲାଗି ଚଉରା ରହିଛି, ତା’ହେଲେ ଉକ୍ତ ଚଉରାର ମଣ୍ଡପ ଉପରେ ଆପଣ ଏହି ଶୁଭ କଳସକୁ ମଧ୍ୟ ରଖିପାରିବେ।ଶୁଭ କଳସର ପାଣି ବାସି ହେବା ଠିକ ନୁହେଁ ଅର୍ଥାତ ସକାଳେ ଯେଉଁ ଶୁଭ କଳସ ବସାଇଥିବେ ସୂର୍ଯ୍ୟାସ୍ତ ପୂର୍ବରୁ ସେହି କଳସର ପାଣିକୁ କୌଣସି ଗଛ ମୂଳରେ ଢାଳିଦେବେ। ପୁଣିଥରେ ତା’ପରଦିନ ଶୁଦ୍ଧ ଜଳରେ ପୁଣି ଶୁଭ କଳସ ବସାଇବେ।ମୁଖ୍ୟ ଦ୍ୱାରର ବାମପଟେ ଶୁଭ କଳସ ରଖିବା ଅତ୍ୟନ୍ତ ଭଲ ହୋଇଥାଏ। ଆବଶ୍ୟକ ସ୍ଥଳେ ଆପଣ ଚାହିଁଲେ ଏହାକୁ ଡାହାଣ ପଟେ କିମ୍ବା ଦ୍ୱାରର ସମ୍ମୁଖ ଭାଗରେ ମଧ୍ୟ ରଖିପାରିବେ। କିନ୍ତୁ ସମ୍ମୁଖରେ ରଖିଲେ ଭୁଲ୍‌ରେ କାହାର ଗୋଡ ବାଜିଯିବାର ସମ୍ଭାବନା ଥାଏ। ମୁଖ୍ୟ ଦ୍ୱାରର ବାମପଟେ ଶୁଭ କଳସ ରଖିବା ଅତ୍ୟନ୍ତ ଭଲ ହୋଇଥାଏ। ଆବଶ୍ୟକ ସ୍ଥଳେ ଆପଣ ଚାହିଁଲେ ଏହାକୁ ଡାହାଣ ପଟେ କିମ୍ବା ଦ୍ୱାରର ସମ୍ମୁଖ ଭାଗରେ ମଧ୍ୟ ରଖିପାରିବେ। କିନ୍ତୁ ସମ୍ମୁଖରେ ରଖିଲେ ଭୁଲ୍‌ରେ କାହାର ଗୋଡ ବାଜିଯିବାର ସମ୍ଭାବନା ଥାଏ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button