ଶିକ୍ଷା

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

କଟକ,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ୧୦ରୁ ଆରମ୍ଭ ହେଉଥିବା ପରୀକ୍ଷା ମାର୍ଚ୍ଚ ୧୭ରେ ଶେଷ ହେବ । ଏନେଇ ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି । ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ୧୦ରୁ ୧୭ ମଧ୍ୟରେ ହେବ ।

ସୂଚନାଯୋଗ୍ୟ, ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ନବମ ଶ୍ରେଣୀ ପରୀକ୍ଷା ହେବ । ଫେବୃଆରୀ ୨୨ରୁ ୨୮ ପର୍ଯ୍ୟନ୍ତ ଖାତା ଦେଖା ହେବ ।

Related Articles

Leave a Reply

Your email address will not be published. Required fields are marked *

Back to top button