କ୍ରୀଡା

ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ହକିରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ମହିଳା ଟିମକୁ ସଫଳତା

ଭୁବନେଶ୍ୱର – ରାଜ୍ୟ ହକି ପାଇଁ ଗୈାରବ ଆଣିଛି ସମ୍ବଲପୁର ବିଶ୍ୱବିଦ୍ୟାଳୟ। ଚଣ୍ଡିଗଡ଼ରେ ଆୟୋଜିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ହକି ଟୁର୍ଣ୍ଣାମେଣ୍ଟରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ମହିଳା ହକି ଦଳ ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏକ ସର୍ବଭାରତୀୟ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ପାଇଁ ସମ୍ବଲପୁର ବିଶ୍ଵବିଦ୍ୟାଳୟ ପଦକ ଜିତିଛି ।

utkalmailtv

Related Articles

Leave a Reply

Your email address will not be published. Required fields are marked *

Back to top button